ଯାତ୍ରା ପୁସ୍ତକ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତଥାପି କାର୍ଯ୍ୟଶାସକମାନେ ତ୍ଵରା କରାଇ କହିଲେ, ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର। Viz kapitolaଓଡିଆ ବାଇବେଲ13 ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।” Viz kapitolaପବିତ୍ର ବାଇବଲ13 କ୍ରୀତଦାସମାନଙ୍କର ମୁନିବମାନେ ସେମାନଙ୍କର କାର୍ଯ୍ୟକୁ କଠିନ କରାଇଲେ ଏବଂ ସେମାନଙ୍କୁ ବାଧ୍ୟ କରାଇଲେ କଠିନ ପରିଶ୍ରମ କରିବା ପାଇଁ ଏବଂ ପୂର୍ବପରି ଇଟା ନିର୍ମାଣ କରିବା ପାଇଁ। Viz kapitola |