ଯାତ୍ରା ପୁସ୍ତକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ। Viz kapitolaଓଡିଆ ବାଇବେଲ18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ। Viz kapitolaପବିତ୍ର ବାଇବଲ18 ବର୍ତ୍ତମାନ ତୁମ୍ଭମାନଙ୍କର କାର୍ଯ୍ୟକୁ ଫେରିଯାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡ଼ା ଦେବି ନାହିଁ ଏବଂ ପୂର୍ବପରି ତୁମ୍ଭମାନଙ୍କୁ ସେତିକି ସଂଖ୍ୟକ ଇଟା ତିଆରି କରିବାକୁ ହିଁ ପଡ଼ିବ।” Viz kapitola |