ଯାତ୍ରା ପୁସ୍ତକ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଷ୍ଟକରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ। Viz kapitolaଓଡିଆ ବାଇବେଲ19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।” Viz kapitolaପବିତ୍ର ବାଇବଲ19 ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ। Viz kapitola |