Online Bible

- Reklamy -




ଯାତ୍ରା ପୁସ୍ତକ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

25 ହାରୋଣର ପୁତ୍ର ଇଲିୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କଲେ ଓ ସେ ପୀନହ‌ସ୍‌କୁ ଜନ୍ମ ଦେଲା। ଏମାନେ ସମସ୍ତେ ଲେବୀୟ ଥିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 6:25

Následuj nás:

Reklamy


Reklamy