ଯାତ୍ରା ପୁସ୍ତକ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaଓଡିଆ ବାଇବେଲ13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ13 ତଥାପି ଫାରୋ କଠିନ ହେଲେ ଲୋକମାନଙ୍କୁ ଯିବାକୁ ଅନୁମତି ଦେଲେ ନାହିଁ। ଏହା ସେହିପରି ହୋଇଥିଲା ଯେପରି ସଦାପ୍ରଭୁ ହେବ ବୋଲି କହିଥିଲେ। ଫାରୋ ମୋଶା ଓ ହାରୋଣଙ୍କର କଥା ଶୁଣିଲେ ନାହିଁ। Viz kapitola |