ଯାତ୍ରା ପୁସ୍ତକ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ। Viz kapitolaଓଡିଆ ବାଇବେଲ15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ। Viz kapitolaପବିତ୍ର ବାଇବଲ15 ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା। Viz kapitola |