Online Bible

- Reklamy -




ଯାତ୍ରା ପୁସ୍ତକ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ଵାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ଵାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।

Viz kapitola kopírovat

ଓଡିଆ ବାଇବେଲ

17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।”

Viz kapitola kopírovat

ପବିତ୍ର ବାଇବଲ

17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ।

Viz kapitola kopírovat




ଯାତ୍ରା ପୁସ୍ତକ 7:17

Následuj nás:

Reklamy


Reklamy