ଯାତ୍ରା ପୁସ୍ତକ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaଓଡିଆ ବାଇବେଲ22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ22 ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ଯାଦୁବିଦ୍ୟା ପ୍ରୟୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି କଠିନ ହେଲେ ହୃଦୟ କଠିନ କଲେ ଏବଂ ସେ ସେମାନଙ୍କର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ଘଟିଲା। Viz kapitola |