Online Bible

- Reklamy -




ଯାତ୍ରା ପୁସ୍ତକ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସମସ୍ତ ମିସ୍ରୀୟ ଲୋକେ ନଦୀଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ସମସ୍ତ ମିସ୍ରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।

Viz kapitola kopírovat

ପବିତ୍ର ବାଇବଲ

24 ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରି ନ ଥିଲେ। ତେଣୁ ସେମାନେ ନଦୀମାନଙ୍କରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 7:24

Následuj nás:

Reklamy


Reklamy