ଯାତ୍ରା ପୁସ୍ତକ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ତ ଦ୍ଵାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା। Viz kapitolaଓଡିଆ ବାଇବେଲ4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା। Viz kapitolaପବିତ୍ର ବାଇବଲ4 ତେଣୁ ଏହା ପରେ ମୁଁ ମିଶରକୁ ବହୁତ ଦଣ୍ଡ ଦେବି। ଏବଂ ତା'ପରେ ମୁଁ ମୋର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି। Viz kapitola |