ଯାତ୍ରା ପୁସ୍ତକ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ‘ମୋର ଲୋକମାନଙ୍କୁ ଯିବା ପାଇଁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରିବେ। Viz kapitola |