ଯାତ୍ରା ପୁସ୍ତକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା। Viz kapitolaଓଡିଆ ବାଇବେଲ17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା। Viz kapitolaପବିତ୍ର ବାଇବଲ17 ସେମାନେ ସେହିପରି କଲେ। ହାରୋଣ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶରରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଗଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ବ୍ୟାପିଗଲେ। Viz kapitola |