ଯାତ୍ରା ପୁସ୍ତକ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Viz kapitolaଓଡିଆ ବାଇବେଲ18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Viz kapitolaପବିତ୍ର ବାଇବଲ18 ମିଶରର ମନ୍ତ୍ରଜ୍ଞମାନେ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ଦ୍ୱାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲେ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରି ପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ରହିଗଲେ। Viz kapitola |