ଯାତ୍ରା ପୁସ୍ତକ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଯେବେ ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝାଙ୍କ ପଠାଇବା ଯେ, ତଦ୍ଦ୍ଵାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ। Viz kapitolaଓଡିଆ ବାଇବେଲ21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ21 ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ ତେବେ ମାଛିମାନଙ୍କ ଦ୍ୱାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହେବ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଗ୍ଭରୀମାନଙ୍କ ଉପରେ ବ୍ୟାପିଯିବେ। ମିଶରର ସମସ୍ତ ଗୃହ ମାଛିରେ ପରିପୂର୍ଣ୍ଣ ହେବ। ଏବଂ ମାଛିମାନଙ୍କ ଦ୍ୱାରା ମଧ୍ୟ ଭୂମି ପରିପୂର୍ଣ୍ଣ ହେବ। Viz kapitola |