ଯାତ୍ରା ପୁସ୍ତକ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝାଙ୍କ ହେବ ନାହିଁ। Viz kapitolaଓଡିଆ ବାଇବେଲ22 ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।” Viz kapitolaପବିତ୍ର ବାଇବଲ22 କିନ୍ତୁ ମୁଁ ଇସ୍ରାଏଲୀୟ ଲୋକମାନଙ୍କ ପ୍ରତି ଏପରି ବ୍ୟବହାର କରିବି ନାହିଁ ଯେପରି ମିଶର ଲୋକମାନଙ୍କ ପ୍ରତି ହେବ। ଗୋଶନରେ କୌଣସି ମାଛି ହେବ ନାହିଁ, ଯେଉଁଠାରେ ମୋର ଲୋକମାନେ ବାସ କରୁଛନ୍ତି। ଏହି ପ୍ରକାରେ ତୁମ୍ଭେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ, ଏହି ଭୂମିର ଅଟେ। Viz kapitola |