ଯାତ୍ରା ପୁସ୍ତକ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝାଙ୍କ ଉପସ୍ଥିତ ହେଲା; ପୁଣି ସମୁଦାୟ ମିସର ଦେଶ ଦଂଶକାଦି ହେତୁରୁ ନଷ୍ଟ ହେଲା। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା। Viz kapitolaପବିତ୍ର ବାଇବଲ24 ତେଣୁ ସଦାପ୍ରଭୁ ଯେପରି କହିଥିଲେ, ସେହିପରି ବହୁସଂଖ୍ୟକ ମାଛି ମିଶରରେ ପ୍ରବେଶ କରାଇଲେ। ମାଛିମାନେ ଫାରୋଙ୍କ ଗୃହରେ, ତାଙ୍କର କର୍ମଗ୍ଭରୀମାନଙ୍କ ଗୃହରେ ଏବଂ ଏପରିକି ମିଶରର ଗ୍ଭରିଆଡ଼େ ଘେରିଗଲେ। ମାଛିମାନେ ଦେଶକୁ ନଷ୍ଟ କରିବାକୁ ଲାଗିଲେ। Viz kapitola |