ଯାତ୍ରା ପୁସ୍ତକ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ମୋଶା କହିଲେ, ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁଣ? Viz kapitolaଓଡିଆ ବାଇବେଲ26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ? Viz kapitolaପବିତ୍ର ବାଇବଲ26 କିନ୍ତୁ ମୋଶା କହିଲେ, “ଏହା କଦାପି ଠିକ୍ ହେବ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ଯ୍ୟ ହେବ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯଦି ଆମ୍ଭେ ଏପରି କାର୍ଯ୍ୟ ଏହିଠାରେ କରୁ ତେବେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସେମାନେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡ଼ିବେ। Viz kapitola |