ଯାତ୍ରା ପୁସ୍ତକ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।” Viz kapitolaପବିତ୍ର ବାଇବଲ5 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା'ର ଆଶାବାଡ଼ିକୁ ଧରି ନଦୀ, ହ୍ରଦ, କେନାଲ୍, ସବୁଆଡ଼େ ବୁଲାଉ। ଏହା ପରେ ବେଙ୍ଗମାନେ ମିଶରର ସ୍ଥଳଭାଗକୁ ଉଠି ଆସିବେ।” Viz kapitola |