ଯାତ୍ରା ପୁସ୍ତକ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା। Viz kapitolaଓଡିଆ ବାଇବେଲ11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା। Viz kapitolaପବିତ୍ର ବାଇବଲ11 ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା। Viz kapitola |