ଯାତ୍ରା ପୁସ୍ତକ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ12 କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦୟକୁ ଆହୁରି କଠୋର କଲେ ଯେ, ସେ ମୋଶା ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ। Viz kapitola |