ଯାତ୍ରା ପୁସ୍ତକ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ; Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ; Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ; Viz kapitolaପବିତ୍ର ବାଇବଲ13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼। Viz kapitola |