ଯାତ୍ରା ପୁସ୍ତକ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ। Viz kapitolaଓଡିଆ ବାଇବେଲ19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।” Viz kapitolaପବିତ୍ର ବାଇବଲ19 ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନରେ ରଖ। ତୁମ୍ଭର ସମସ୍ତ ପଶୁଗୁଡ଼ିକ କ୍ଷେତରୁ ନିରାପଦ ସ୍ଥାନକୁ ନେଇ ଆସ। କାରଣ ଯେଉଁମାନେ କ୍ଷେତରେ ରହିବେ ମନୁଷ୍ୟ ହେଉ କି ପଶୁ ହେଉ ସେମାନେ ମରିବେ। ଘର ବାହାରେ ଥିବା ସମସ୍ତ ବସ୍ତୁ ଉପରେ ଶିଳାବୃଷ୍ଟି ହେବ।’” Viz kapitola |