ଯାତ୍ରା ପୁସ୍ତକ 9:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ଵରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ି ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ଵ ହେବ ନାହିଁ। Viz kapitolaଓଡିଆ ବାଇବେଲ28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ। Viz kapitolaପବିତ୍ର ବାଇବଲ28 ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।” Viz kapitola |