ଯାତ୍ରା ପୁସ୍ତକ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaଓଡିଆ ବାଇବେଲ29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaପବିତ୍ର ବାଇବଲ29 ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି। Viz kapitola |