ଯାତ୍ରା ପୁସ୍ତକ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Viz kapitolaଓଡିଆ ବାଇବେଲ6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Viz kapitolaପବିତ୍ର ବାଇବଲ6 ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ। Viz kapitola |