ଯିହିଜିକଲ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ। Viz kapitolaଓଡିଆ ବାଇବେଲ19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ। Viz kapitolaପବିତ୍ର ବାଇବଲ19 ସେହି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସେହି ଚକସବୁ ଗ୍ଭଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥିତ ହେଲା ବେଳେ ଚକଗୁଡ଼ିକ ଉତ୍ଥିତ ହେଲା। Viz kapitola |