Online Bible

- Reklamy -




ଯିହିଜିକଲ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯେକୌଣସି ସ୍ଥାନକୁ ଯିବାର ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା।

Viz kapitola kopírovat

ଓଡିଆ ବାଇବେଲ

20 ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ

20 ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ କାରଣ ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକ୍ରରେ ଥିଲା।

Viz kapitola kopírovat




ଯିହିଜିକଲ 1:20

Následuj nás:

Reklamy


Reklamy