ଯିହିଜିକଲ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବିସ୍ତାରିତ ଥିଲା। Viz kapitolaଓଡିଆ ବାଇବେଲ22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା। Viz kapitolaପବିତ୍ର ବାଇବଲ22 ପୁଣି ସେହି ଜୀବିତ ପ୍ରାଣୀମାନଙ୍କର ମସ୍ତକରେ ଏକ ଆସ୍ତରଣ ଥିଲା, ଏହା ସ୍ପଟିକ ତୁଲ୍ୟ ଉଜ୍ଜ୍ୱଳ ଓ ସ୍ୱଚ୍ଛ ଥିଲା। ଏହା ସେମାନଙ୍କ ମସ୍ତକର ଚତୁର୍ପାର୍ଶ୍ୱରେ ବିସ୍ତାରିତ ଥିଲା। Viz kapitola |