Online Bible

- Reklamy -




ଯିହିଜିକଲ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

Viz kapitola kopírovat

ଓଡିଆ ବାଇବେଲ

10 ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ

10 ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

Viz kapitola kopírovat




ଯିହିଜିକଲ 2:10

Následuj nás:

Reklamy


Reklamy