ଯିହିଜିକଲ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ କଥା କହିବା ବେଳେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। Viz kapitolaଓଡିଆ ବାଇବେଲ2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ’ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। Viz kapitolaପବିତ୍ର ବାଇବଲ2 ତା'ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା'ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। Viz kapitola |