ଯିହିଜିକଲ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା। Viz kapitolaଓଡିଆ ବାଇବେଲ14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା। Viz kapitolaପବିତ୍ର ବାଇବଲ14 ତା'ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା। Viz kapitola |