Online Bible

- Reklamy -




ଯିହିଜିକଲ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେସ୍ଥାନରେ ଠିଆ ହୋଇଅଛି; ତହୁଁ ମୁଁ ଉବୁଡ଼ ହେଲି।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ମୁଁ ଉଠି ପଦାଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।

Viz kapitola kopírovat

ପବିତ୍ର ବାଇବଲ

23 ତେଣୁ ମୁଁ ଉଠି ପଡ଼ିଲି ଏବଂ ଉପତ୍ୟକାକୁ ଗଲି ସଦାପ୍ରଭୁଙ୍କର ମହିମା ସେ ସ୍ଥାନରେ ଠିଆ ହୋଇଥିଲା। ଏବଂ କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ଏହା ହିଁ ତାହା ଥିଲା। ତେଣୁ ମୁଁ ମୁହଁ ମାଡ଼ି ଭୂମିରେ ପଡ଼ି ରହିଲି।

Viz kapitola kopírovat




ଯିହିଜିକଲ 3:23

Následuj nás:

Reklamy


Reklamy