Online Bible

- Reklamy -




ଯିହିଜିକଲ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।

Viz kapitola kopírovat

ଓଡିଆ ବାଇବେଲ

24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ’ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।

Viz kapitola kopírovat

ପବିତ୍ର ବାଇବଲ

24 ତା'ପରେ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କଲା ଓ ମୋର ପାଦ ଉପରକୁ ନେଇଗଲା। ତା'ପରେ ସେ ମୋତେ କହିଲା, “ଯାଅ, ଏବଂ ତୁମ୍ଭେ ଆପଣା ଗୃହ ମଧ୍ୟରେ ନିଜକୁ ରୁଦ୍ଧ କରି ରଖ,

Viz kapitola kopírovat




ଯିହିଜିକଲ 3:24

Následuj nás:

Reklamy


Reklamy