Online Bible

- Reklamy -




ଯିହିଜିକଲ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ।

Viz kapitola kopírovat

ଓଡିଆ ବାଇବେଲ

27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” !

Viz kapitola kopírovat

ପବିତ୍ର ବାଇବଲ

27 କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞାରେ ଫିଟିବ। ତା'ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।’ ଯଦି ସେମାନେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସେମାନେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେହେତୁ ସେମାନେ ବିଦ୍ରୋହୀ ଜାତି ଅଟନ୍ତି।

Viz kapitola kopírovat




ଯିହିଜିକଲ 3:27

Následuj nás:

Reklamy


Reklamy