ଯିହିଜିକଲ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର। ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା। Viz kapitolaଓଡିଆ ବାଇବେଲ3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା। Viz kapitolaପବିତ୍ର ବାଇବଲ3 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।” ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା। Viz kapitola |