ଯିହିଜିକଲ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସେ ମୋତେ କହିଲେ, ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟୀ ପାକ କରିବ। Viz kapitolaଓଡିଆ ବାଇବେଲ15 ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।” Viz kapitolaପବିତ୍ର ବାଇବଲ15 ତା'ପରେ ପରମେଶ୍ୱର ମୋତେ କହିଲେ, “ଏହା ଉତ୍ତମ ଅଟେ। ମନୁଷ୍ୟ ବିଷ୍ଠା ବଦଳରେ ମୁଁ ତୁମ୍ଭକୁ ଗୋବର ବ୍ୟବହାର କରିବାକୁ ଦେବି। ତୁମ୍ଭେ ଏହାର ନିଆଁରେ ରୋଟୀ ସେକି ପାରିବ।” Viz kapitola |