ଯିହିଜିକଲ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶତ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ-ବଂଶର ଅଧର୍ମ ବହିବ। Viz kapitolaଓଡିଆ ବାଇବେଲ5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ। Viz kapitolaପବିତ୍ର ବାଇବଲ5 ତୁମ୍ଭେ ନିଶ୍ଚୟ 390 ଦିନ ଇସ୍ରାଏଲର ଦୋଷବହନ କରିବ। ଏହି ପ୍ରକାରେ ମୁଁ ତୁମ୍ଭକୁ କହୁଅଛି, କେତେଦିନ ପର୍ଯ୍ୟନ୍ତ ଇସ୍ରାଏଲ ଦଣ୍ଡିତ ହେବ, ଗୋଟିଏ ଦିନ ସମାନ ଗୋଟିଏ ବର୍ଷ। Viz kapitola |