ଯିହିଜିକଲ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ ଓ ଯବ, ଶିମ ଓ ମସୁର ଓ କାଙ୍ଗୁ ଓ ଜନରା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟୀ ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶତ ନବେ ଦିନ ଆପଣା ପାର୍ଶ୍ଵରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ। Viz kapitolaଓଡିଆ ବାଇବେଲ9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ। Viz kapitolaପବିତ୍ର ବାଇବଲ9 ପୁନର୍ବାର ପରମେଶ୍ୱର କହିଲେ, “ତୁମ୍ଭେ ନିଜ ପାଇଁ ଗହମ, ଯବ, ଶିମ, ମସୁର, ଜୋଆର, ଓ ଯନ୍ନା ନେଇ ସେଗୁଡ଼ିକୁ ଗୋଟିଏ ପାତ୍ରରେ ରଖ। ତୁମ୍ଭେ ତୁମ୍ଭର ଖାଦ୍ୟ ଏଥିରୁ ପ୍ରସ୍ତୁତ କରିବା ଉଚିତ୍। ଏହା ତୁମ୍ଭେ 390 ଦିନ ପର୍ଯ୍ୟନ୍ତ ତୁମ୍ଭେ ଖାଇବ ଏବଂ ଅନ୍ୟ ଏକ ପାର୍ଶ୍ୱରେ ପଡ଼ିରହିବ। ସେହି ଦିନଗୁଡ଼ିକରେ ଏହିସବୁ ଖାଦ୍ୟ ଭୋଜନ କରିବ। Viz kapitola |