ଯିହିଜିକଲ 47:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ-ବଂଶର ଦ୍ଵାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ। Viz kapitolaଓଡିଆ ବାଇବେଲ13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ। Viz kapitolaପବିତ୍ର ବାଇବଲ13 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଇସ୍ରାଏଲର ବଂଶର ଦ୍ୱାଦଶ ଗୋଷ୍ଠୀ ମଧ୍ୟରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି। ଯୋଷେଫ ଦୁଇ ଭାଗ ପାଇବ। Viz kapitola |