ଯିହିଜିକଲ 47:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା। Viz kapitolaଓଡିଆ ବାଇବେଲ4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା। Viz kapitolaପବିତ୍ର ବାଇବଲ4 ପୁଣି ସେ 1,000 ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର 1,000 ହାତ ମାପିଲେ ଓ ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ ଅଣ୍ଟା ପର୍ଯ୍ୟନ୍ତ ହେଲା। Viz kapitola |