ଯିହିଜିକଲ 47:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା। Viz kapitolaଓଡିଆ ବାଇବେଲ5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା। Viz kapitolaପବିତ୍ର ବାଇବଲ5 ତାହାପରେ ସେ ଆଉ 1,000 ହାତ ମାପିଲେ। ସେତେବେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ୟଦେଇ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥା’ନ୍ତା, କିନ୍ତୁ କେହି ପାର ହୋଇ ପାରିବେ ନାହିଁ। Viz kapitola |