ଯିହିଜିକଲ 48:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ। Viz kapitolaଓଡିଆ ବାଇବେଲ22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ। Viz kapitola |