ଯିହିଜିକଲ 48:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନର ଏକ ଅଂଶ। Viz kapitolaଓଡିଆ ବାଇବେଲ23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ। Viz kapitolaପବିତ୍ର ବାଇବଲ23-27 “ଯର୍ଦ୍ଦନ ନଦୀର ପୂର୍ବରେ ବାସ କରୁଥିବା ପରିବାରବର୍ଗଙ୍କ ପାଇଁ ଏହି ସ୍ୱତନ୍ତ୍ର ଭୂମିର ଦକ୍ଷିଣରେ ରହିବ। ଏହିସବୁ ପରିବାରବର୍ଗମାନେ ଯର୍ଦ୍ଦନ ନଦୀର ପୂର୍ବଦିଗରେ ବାସ କରନ୍ତି। ପୂର୍ବ ସୀମାରୁ ମହାସମୁଦ୍ର ପର୍ଯ୍ୟନ୍ତ ପ୍ରତ୍ୟେକ ପରିବାରବର୍ଗଙ୍କର ଗୋଟିଏ ଗୋଟିଏ ବିଭାଗ ଭୂମି ରହିବ। ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ଯେଉଁ ପରିବାରଗୁଡ଼ିକ ରହିବେ ସେହି ପରିବାରବର୍ଗଗୁଡ଼ିକ ହେଲେ: ବିନ୍ୟାମୀନ, ଶିମିୟୋନ, ଇଷାଖର, ସବଲୁନ ଓ ଗାଦ୍। Viz kapitola |