ଯିହିଜିକଲ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶା; ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ଜ୍ଵାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ। Viz kapitolaଓଡିଆ ବାଇବେଲ13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ। Viz kapitolaପବିତ୍ର ବାଇବଲ13 ତା'ପରେ ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ଶେଷ ହେବ ଓ ଆମ୍ଭର କୋପ ଶାନ୍ତ ହେବ। ଏବଂ ସେମାନଙ୍କ ଉପରେ ପ୍ରତିଶୋଧ ନେଇଥିବାରୁ ଆମ୍ଭେ ନିଜେ ଆଶ୍ୱସ୍ତ ହେବା। ତା'ପରେ ଯେତେବେଳେ ସେମାନଙ୍କ ଉପରୁ ମୋର କ୍ରୋଧ ଦୂରେଇ ଯିବ, ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କ୍ରୋଧ ସେମାନଙ୍କ ବିରୁଦ୍ଧରେ କହିଅଛୁ।” Viz kapitola |