ଗାଲାତୀୟ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି; Viz kapitolaଓଡିଆ ବାଇବେଲ23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)23 ମୋ’ ସମ୍ପର୍କରେ ଅନ୍ୟମାନେ ଯାହା କହିଥିଲେ, ସେମାନେ କେବଳ ସେତିକି ଜାଣିଥିଲେ। ଅନ୍ୟମାନଙ୍କଠାରୁ ସେମାନେ ଶୁଣିଥିଲେ, “ଯେଉଁ ବ୍ୟକ୍ତି ଆମକୁ ତାଡ଼ନା କରୁଥିଲେ ଓ ଏକଦା ଆମ ଧର୍ମକୁ ଧ୍ୱଂସ କରି ଦେବାକୁ ଚେଷ୍ଟା କରୁଥିଲେ, ବର୍ତ୍ତମାନ ସେ ସେହି ଧର୍ମ ପ୍ରଚାର କରୁଅଛନ୍ତି!” Viz kapitolaପବିତ୍ର ବାଇବଲ23 ସେମାନେ କେବଳ ମୋ’ ବିଷୟରେ ଶୁଣିଥିଲେ ଯେ, “ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ୱାସମତକୁ ପ୍ରଗ୍ଭର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।” Viz kapitola |