Online Bible

- Reklamy -




ଗାଲାତୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;

Viz kapitola kopírovat

ଓଡିଆ ବାଇବେଲ

6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଖ୍ରୀଷ୍ଟଙ୍କ ଅନୁଗ୍ରହ ଦ୍ୱାରା ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଥିଲେ, ଏତେ ଶୀଘ୍ର ତୁମେ ତାଙ୍କୁ ପରିତ୍ୟାଗ କରି ଅନ୍ୟ ଏକ ସୁସମାଚାର ପ୍ରତି ଆକୃଷ୍ଟ ହୋଇଅଛ, ଏଥିରେ ମୁଁ ବିସ୍ମିତ ହେଉଅଛି।

Viz kapitola kopírovat

ପବିତ୍ର ବାଇବଲ

6 ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ୱର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହରେ ଖ୍ରୀଷ୍ଟଙ୍କ ମାଧ୍ୟମରେ ଡାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ଯ୍ୟ ହେଲି ଯେ, ତୁମ୍ଭେମାନେ ସେହି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇ, କୌଣସି ଅନ୍ୟ ସୁସମାଗ୍ଭରକୁ ବିଶ୍ୱାସ କରୁଛ।

Viz kapitola kopírovat




ଗାଲାତୀୟ 1:6

Následuj nás:

Reklamy


Reklamy