Online Bible

- Reklamy -




ଗାଲାତୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ।

Viz kapitola kopírovat

ଓଡିଆ ବାଇବେଲ

8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲୁ, ଯଦି ତାହାଠାରୁ ଭିନ୍ନ ଏକ ସୁସମାଚାର ଆମେ ନିଜେ କିମ୍ବା ସ୍ୱର୍ଗଦୂତ ପ୍ରଚାର କରେ, ତେବେ ସେ ନରକରେ ବିକ୍ଷିପ୍ତ ହୋଇ ଶାନ୍ତି ଭୋଗ କରୁ।

Viz kapitola kopírovat

ପବିତ୍ର ବାଇବଲ

8 କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା'ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର।

Viz kapitola kopírovat




ଗାଲାତୀୟ 1:8

Následuj nás:

Reklamy


Reklamy