ଗାଲାତୀୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି। Viz kapitolaଓଡିଆ ବାଇବେଲ10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି । Viz kapitolaପବିତ୍ର ବାଇବଲ (CL) NT (BSI)10 ସେମାନେ କେବଳ ଏତିକି ଅନୁରୋଧ କରିଥିଲେ ଯେ, ଆମେ ସେମାନଙ୍କ ଦଳରେ ଥିବା ଅଭାବଗ୍ରସ୍ତମାନଙ୍କୁ ସ୍ମରଣରେ ରଖିବୁ। ସେ ବିଷୟ ପ୍ରତି ହିଁ ମୋର ଆଗ୍ରହ ଥିଲା। Viz kapitolaପବିତ୍ର ବାଇବଲ10 ସେମାନେ ଆମ୍ଭକୁ ଗୋଟିଏ କଥା କହିବା ଉପରେ ଜୋର୍ ଦେଲେ ଯେ, ଆମ୍ଭେ ଯେପରି ଅଭାବରେ ଥିବା ଗରିବ ଲୋକମାନଙ୍କୁ ସାହାଯ୍ୟ କରିବା କଥା ମନେରଖୁ। ଏହି କାମଟି କରିବା ପାଇଁ ମୁଁ ଯେ କେବଳ ଇଚ୍ଛା କରୁଥିଲି ତା’ ନୁହେଁ, ବରଂ ଏଥିପାଇଁ ମୋର ଉଦ୍ଯୋଗ ମଧ୍ୟ ଥିଲା। Viz kapitola |