ଗାଲାତୀୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ। Viz kapitolaଓଡିଆ ବାଇବେଲ17 କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ ? ତାହା କେବେ ହେଁ ନ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)17 କିନ୍ତୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବା ପାଇଁ ଚେଷ୍ଟା କଲାବେଳେ, ଯଦି ଆମେ ମଧ୍ୟ ଅଣଇହୁଦୀଙ୍କ ପରି “ପାପୀ” ହୋଇ ରହିଛୁ, ଏଥିପାଇଁ କଅଣ ଖ୍ରୀଷ୍ଟ ଦାୟୀ? ନା, ଏହା କଦାପି ନୁହେଁ। Viz kapitolaପବିତ୍ର ବାଇବଲ17 ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା! Viz kapitola |