ଗାଲାତୀୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି। Viz kapitolaଓଡିଆ ବାଇବେଲ18 କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହି ସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)18 ବରଂ ଯେଉଁ ବ୍ୟବସ୍ଥାର ବନ୍ଧନକୁ ମୁଁ ଚ୍ଛିନ୍ନ କରିଛି, ତା’ର ପୁନଃ-ପ୍ରତିଷ୍ଠା କରିବାକୁ ଗଲେ, ମୁଁ ଅପରାଧୀ ହେବି। Viz kapitolaପବିତ୍ର ବାଇବଲ18 କିନ୍ତୁ ଯେଉଁ ବିଷୟ ଗୁଡ଼ିକୁ ଆମ୍ଭେ ଛାଡ଼ି ଦେଇ ସାରିଛୁ, ମୁଁ ଯଦି ସେହିଗୁଡ଼ିକର ପୁନଃ ପ୍ରଗ୍ଭର ଆରମ୍ଭ କରେ, ତା'ହେଲେ ଏହା ଭୂଲ ହେବ। Viz kapitola |